Psalms 95:3 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ ହେଉଛନ୍ତି, ମହାନ୍ ପରମେଶ୍ବର। ସେ ସମସ୍ତ ସକଳ ଦବେତାଗଣଙ୍କ ଉପରେ ଶାସନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ମହାନ ପରମେଶ୍ଵର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ ହେଉଛନ୍ତି, ମହାନ ପରମେଶ୍ୱର। ସେ ସକଳ “ଦେବତାଗଣଙ୍କ” ଉପରେ ଶାସନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।