Psalms 95:5 — Compare Translations

5 translations compared side by side

Odia - 1840
"ସକଳ ସମୁଦ୍ର ତାଙ୍କର, ସେ ସଗେୁଡ଼ିକ ସୃଷ୍ଟି କରିଛନ୍ତି। ଏବଂ ସ୍ଥଳଭାଗଗୁଡ଼ିକ ମଧ୍ଯ ପରମେଶ୍ବର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ ।
Odia Bible ERV 2004 (ପବିତ୍ର ବାଇବଲ)
ସକଳ ସମୁଦ୍ର ତାଙ୍କର, ସେ ସେଗୁଡ଼ିକ ସୃଷ୍ଟି କରିଛନ୍ତି। ଏବଂ ସ୍ଥଳଭାଗଗୁଡ଼ିକ ମଧ୍ୟ ପରମେଶ୍ୱର ତାଙ୍କର ନିଜ ହସ୍ତରେ ସୃଷ୍ଟି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।
Odia IRV 2017 (ଓଡିଆ ବାଇବେଲ)
ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।