Psalms 95:6 — Compare Translations

5 translations compared side by side

Odia - 1840
"ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ! ଆସ, ସହେି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ! ଆସ, ସେହି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;
Odia IRV 2017 (ଓଡିଆ ବାଇବେଲ)
ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;