Psalms 95:7 — Compare Translations
5 translations compared side by side
Odia - 1840
"ସେ ହେଉଛନ୍ତି ଆମ୍ଭର ପରମେଶ୍ବର ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ। ଆଜି ଆମ୍ଭେ ତାଙ୍କର ମଷେ ତୁଲ୍ଯ, ସିଏ ତାଙ୍କ ନିଜର ତୃଣ଼ଭୂମିକୁ ଯତ୍ନ ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ । ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ହେଉଛନ୍ତି ଆମ୍ଭର ପରମେଶ୍ୱର, ଏବଂ ଆମ୍ଭେ ତାଙ୍କର ସନ୍ତାନଗଣ। ଆଜି ଆମ୍ଭେ ତାଙ୍କର ମେଷ ତୁଲ୍ୟ, ସିଏ ତାଙ୍କ ନିଜର ତୃଣଭୂମିକୁ ଯତ୍ନ ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।