Psalms 95:8 — Compare Translations

5 translations compared side by side

Odia - 1840
"ପରମେଶ୍ବର କହନ୍ତି, ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି ଜିଦ୍ଖୋର ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହନ୍ତି, “ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି ଜି‌ଦ୍‌ଖୋର ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
Odia IRV 2017 (ଓଡିଆ ବାଇବେଲ)