Psalms 95:9 — Compare Translations

5 translations compared side by side

Odia - 1840
"ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ବାନ କଲେ। ସମାନେେ ଜାଣି ପାରିଥିଲେ ୟେ ଆମ୍ଭେ କ'ଣ କରିପାରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭର ପରୀକ୍ଷା ପାଇଁ ଆହ୍ୱାନ କଲେ। ସେମାନେ ଜାଣି ପାରିଥିଲେ ଯେ ଆମ୍ଭେ କ’ଣ କରିପାରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।