Psalms 96:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାଅ। ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗୀତ ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ। ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
Odia IRV 2017 (ଓଡିଆ ବାଇବେଲ)
ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।