Psalms 96:10 — Compare Translations
5 translations compared side by side
Odia - 1840
"ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!ପୃଥିବୀ ସୁସ୍ଥିର ରହିବ। ପରମେଶ୍ବର ନ୍ଯାଯ ବିଚାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା! ପୃଥିବୀ ସୁସ୍ଥିର ରହିବ। ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।”
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁ ରାଜ୍ୟ କରନ୍ତି,” ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।