Psalms 96:11 — Compare Translations

5 translations compared side by side

Odia - 1840
"ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ। ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜ୍ଜନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶମଣ୍ତଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
Odia Bible ERV 2004 (ପବିତ୍ର ବାଇବଲ)
ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ। ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
Odia IRV 2017 (ଓଡିଆ ବାଇବେଲ)
ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;