Psalms 96:12 — Compare Translations

5 translations compared side by side

Odia - 1840
"ବନସ୍ଥ ବୃକ୍ଷ ସକଳ ଆନନ୍ଦରେ ଗାନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ଵନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ବନସ୍ଥ ବୃକ୍ଷ ସକଳ ଆନନ୍ଦରେ ଗାନ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
Odia IRV 2017 (ଓଡିଆ ବାଇବେଲ)
କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;