Psalms 96:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ, କାରଣ ସେ ଆସୁଛନ୍ତି। ସେ ପୃଥିବୀରେ ବିଚାର କରିବାକୁ ଆସୁଛନ୍ତି। ସେ ଧର୍ମ ଓ ସତ୍ଯତାରେ ପୃଥିବୀକୁ ଶାସନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ, କାରଣ ସେ ଆସୁଛନ୍ତି। ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି। ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।