Psalms 96:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗାନକରି ତାହାଙ୍କ ନାମର ଧନ୍ଯବାଦ କର। ତାଙ୍କର ଶକ୍ତି ପରିତ୍ରାଣ ବିଷଯରେ, ପ୍ରତିଦିନ ସୁ-ସମାଚାର ଶୁଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର। ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର।