Psalms 96:3 — Compare Translations
5 translations compared side by side
Odia - 1840
"ଜାତିମାନଙ୍କୁ କୁହ ୟେ, ପରମେଶ୍ବର ଆଶ୍ଚର୍ୟ୍ଯଜନକ ଅଟନ୍ତି। ପରମେଶ୍ବରଙ୍କ ପ୍ରକୃତ ଆଶ୍ଚର୍ୟ୍ଯ କର୍ମମାନ ବିଷଯରେ ସନ୍ତାନଗଣଙ୍କୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର ।
Odia Bible ERV 2004 (ପବିତ୍ର ବାଇବଲ)
ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି। ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
Recommended Reading