Psalms 96:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମହାନ୍ ଓ ଅତ୍ଯନ୍ତ ପ୍ରଶଂସନୀଯ। ସେ ସମସ୍ତ ଦବଗେଣଙ୍କ ଅପେକ୍ଷା ଭୟର ୟୋଗ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ। ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।