Psalms 96:5 — Compare Translations
5 translations compared side by side
Odia - 1840
"ଅନ୍ୟ ସମସ୍ତ ଗୋଷ୍ଠୀଯମାନଙ୍କର ଦବଗେଣ କବଳେ ପ୍ରତିମା, କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ତଳର ସୃଷ୍ଟିକର୍ତ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା, କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
Odia IRV 2017 (ଓଡିଆ ବାଇବେଲ)
କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।