Psalms 96:6 — Compare Translations

5 translations compared side by side

Odia - 1840
"ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି। ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ଯମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ ।
Odia Bible ERV 2004 (ପବିତ୍ର ବାଇବଲ)
ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି। ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।
Odia IRV 2017 (ଓଡିଆ ବାଇବେଲ)
ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।