Psalms 96:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ୟଥୋଚିତ ଗୌରବ ଗାନ କର, ୟାହା ସେ ପାଇବା ୟୋଗ୍ଯ ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନବୈେଦ୍ଯ ନଇେ ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।