Psalms 96:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର। ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କରନ୍ତ ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର। ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।