Psalms 97:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ ହେଉ। ଦୂର ସଦୃଶ ଭୂମି ମଧ୍ଯ ଆନନ୍ଦିତ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ଵୀପସମୂହ ଆନନ୍ଦିତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଶାସନ କରନ୍ତି। ସକଳ ପୃଥିବୀ ଆନନ୍ଦ ହେଉ। ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।