Psalms 97:10 — Compare Translations

5 translations compared side by side

Odia - 1840
"ୟିଏ ସଦାପ୍ରଭୁଙ୍କୁ ଭଲପା'ନ୍ତି ମନ୍ଦତାକୁ ଘୃଣା କରନ୍ତି! ସେ ସହେି ଆପଣା ସଦ୍ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ଯମାନଙ୍କୁ ରକ୍ଷାକରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି । ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି! ସେ ଆପଣା ସ‌ଦ୍‌ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି। ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍‍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍‍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;