Psalms 97:11 — Compare Translations

5 translations compared side by side

Odia - 1840
"ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସତ୍ଯପ୍ରିଯମାନଙ୍କ ପାଇଁ ଆନନ୍ଦ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।