Psalms 97:12 — Compare Translations

5 translations compared side by side

Odia - 1840
"ହେ ଧାର୍ମିକଗଣ ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର। ପରମେଶ୍ବରଙ୍କ ପବିତ୍ର ନାମରେ ଧନ୍ଯବାଦ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର। ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
Odia IRV 2017 (ଓଡିଆ ବାଇବେଲ)
ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।