Psalms 97:2 — Compare Translations
5 translations compared side by side
Odia - 1840
"ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ। ଧର୍ମ ଓ ନ୍ଯାଯ ତାହାଙ୍କ ସିଂହାସନର ମୂଳଭିତ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ ।
Odia Bible ERV 2004 (ପବିତ୍ର ବାଇବଲ)
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ। ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।
Odia IRV 2017 (ଓଡିଆ ବାଇବେଲ)
ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।