Psalms 97:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି ତାଙ୍କର ଶତ୍ରୁଗଣକୁ ବିନାଶ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି ତାଙ୍କର ଶତ୍ରୁଗଣକୁ ବିନାଶ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।