Psalms 97:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ସମ୍ମୁଖରେ ପୃଥିବୀର ସମସ୍ତ ପ୍ରଭୁ, ପର୍ବତଗୁଡ଼ିକ ମହମ ପରି ତରଳି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ, ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।
Odia IRV 2017 (ଓଡିଆ ବାଇବେଲ)
ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।