Psalms 97:6 — Compare Translations
5 translations compared side by side
Odia - 1840
"ଆକାଶ ତାଙ୍କର ଧାର୍ମିକ ସତ୍ଯତା ପ୍ରଚାର କରେ ଓ ପ୍ରେତ୍ୟକକ ଜାତିଗଣ ତାଙ୍କ ମହିମା ଦେଖନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶମଣ୍ତଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।