Psalms 97:7 — Compare Translations

5 translations compared side by side

Odia - 1840
"ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି। ସମାନେେ ସମାନଙ୍କେର ଦବଗେଣଙ୍କ ବିଷଯରେ ବଡ଼ାଇ କରନ୍ତି। ସହେି ଲୋକମାନେ ଲଜ୍ଜିତ ହବେେ। ସମାନଙ୍କେର ସମସ୍ତ ଦବେତାଗଣ ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି। ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି। ସେହି ଲୋକମାନେ ଲଜ୍ଜିତ ହେବେ। ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।
Odia IRV 2017 (ଓଡିଆ ବାଇବେଲ)
ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।