Psalms 97:8 — Compare Translations
5 translations compared side by side
Odia - 1840
"ସିଯୋନ୍ ଶୁଣିଛି ଓ ଆନନ୍ଦିତ ହାଇେଛି। ଯିହୁଦା ନଗରୀ, ଖୁସୀ ହାଇେ ଆସୁଛନ୍ତି, କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି। ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି, କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।