Psalms 97:9 — Compare Translations

5 translations compared side by side

Odia - 1840
"ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗଯ ପୃଥିବୀର ଶାସକ। ତୁମ୍ଭେ ଅନ୍ୟ ଦବେତାମାନଙ୍କଠାରୁ ଉତ୍ତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ। ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।
Odia IRV 2017 (ଓଡିଆ ବାଇବେଲ)
କାରଣ ହେ ସଦାପ୍ରଭୁ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।