Psalms 98:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ପ୍ରଶଂସାର ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି! ତାଙ୍କର ପବିତ୍ର ଦକ୍ଷିଣ ହସ୍ତ ତାଙ୍କୁ ଆଉଥରେ ଗୌରବ ଆଣିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।