Psalms 98:2 — Compare Translations

5 translations compared side by side

Odia - 1840
"ତାଙ୍କର ପବିତ୍ର ଦକ୍ଷିଣ ହସ୍ତ ତାଙ୍କୁ ଆଉଥରେ ଗୌରବ ଆଣିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି। ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।