Psalms 98:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି। ଜାତି ଉଦ୍ଦେଶ୍ଯରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦଖାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ଵସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିତ୍ରାଣ ଦେଖିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।