Psalms 98:4 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର; ଉଚ୍ଚ ଧ୍ଵନି କର ଓ ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପୃଥିବୀର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କର ଜୟଧ୍ୱନି କର। ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚ ଧ୍ୱନି କର, ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର।