Psalms 98:5 — Compare Translations
5 translations compared side by side
Odia - 1840
"ହେ ପୃଥିବୀର ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କର ଜଯଧ୍ବନି କର। ସ୍ତୁତି ଗାନ ଶୀଘ୍ର ଆରମ୍ଭ୍ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ଵରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର, ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
Odia IRV 2017 (ଓଡିଆ ବାଇବେଲ)
ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।