Psalms 98:6 — Compare Translations
5 translations compared side by side
Odia - 1840
"ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର, ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ଵନି କର ।
Odia Bible ERV 2004 (ପବିତ୍ର ବାଇବଲ)
ବଂଶୀ ବଜାଅ ଓ ତୂରୀ ଫୁଙ୍କ। ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।
Odia IRV 2017 (ଓଡିଆ ବାଇବେଲ)
ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।