Psalms 98:7 — Compare Translations
5 translations compared side by side
Odia - 1840
"ବଂଶୀ ବଜାଅ ଓ ଶିଙ୍ଗା ଫୁଙ୍କ। ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ବନି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ ସମସ୍ତେ ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;