Psalms 98:8 — Compare Translations

5 translations compared side by side

Odia - 1840
"ସମୁଦ୍ର ଜଗତ ଓ ତହିଁର ଜୀବ ସକଳ ସମସ୍ତେ ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଦନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ନଦନଦୀଗଣ କରତାଳି ଦିଅ! ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ;