Psalms 98:9 — Compare Translations
5 translations compared side by side
Odia - 1840
"ନଦନଦୀଗଣ କରତାଳି ଦିଅ!ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ବନି କର। [10] ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର। କାରଣ ସେ ଜଗତର ବିଚାର କରିବା ପାଇଁ ଆସୁଛନ୍ତି। ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ ବିଚାର ଓ ନ୍ଯାଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର। କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି। ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ ବିଗ୍ଭର ଓ ନ୍ୟାୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।