Psalms 99:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ଯାଯ ବିଚାର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ଯାଯ ସହିତ ପୃଥିବୀର ଲୋକମାନଙ୍କର ବିଚାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।