Psalms 99:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସିୟୋନରେ ମହାନ୍ ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସିୟୋନରେ ମହାନ ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ।