Psalms 99:3 — Compare Translations
5 translations compared side by side
Odia - 1840
"ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା ଓ ଭୟ କରନ୍ତୁ, ଏହା ପବିତ୍ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।