Psalms 99:4 — Compare Translations
5 translations compared side by side
Odia - 1840
"ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି। ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ। ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
Odia IRV 2017 (ଓଡିଆ ବାଇବେଲ)
ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।