Psalms 99:5 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କର ପ୍ରଶଂସା କର। ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର। ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।