Psalms 99:6 — Compare Translations

5 translations compared side by side

Odia - 1840
"ମାଶାେ ଏବଂ ହାରୋଣ ତାଙ୍କର ୟାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁଯଲେ ଥିଲେ ଜଣେ ୟିଏକି, ପରମେଶ୍ବରଙ୍କ ନାମ ଦଇେ ପ୍ରାର୍ଥନା କରିଥିଲେ। ସମାନେେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସମାନଙ୍କେୁ ଉତ୍ତର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା ଓ ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ। ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।