Psalms 99:7 — Compare Translations
5 translations compared side by side
Odia - 1840
"ପରମେଶ୍ବର ଉଚ୍ଚ ମେଘସ୍ତମ୍ଭ ମଧ୍ଯରୁ କହିଲେ, ସମାନେେ ତାଙ୍କର ଆଦେଶ ମାନିଲେ ଏବଂ ସେ ନିଯମ ବ୍ଯବସ୍ଥା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ, ସେମାନେ ତାଙ୍କର ଆଦେଶ ମାନିଲେ ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ।