Psalms 99:9 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆମ୍ଭମାନଙ୍କର ପରମେଶ୍ବରଙ୍କର ପ୍ରଶଂସା କର। ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ବର ପବିତ୍ର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ପବିତ୍ର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର। ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର। ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।