Revelation 1:10 — Compare Translations

7 translations compared side by side

Odia - 1840
"ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶଦ୍ଦ ପରି ଗୋଟିଏ ମହାସ୍ଵର ଏହା କହୁଥିବା ଶୁଣିଲି,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କ ଦିବସରେ ପବିତ୍ର ଆତ୍ମା ମୋତେ ଆବିଷ୍ଟ କଲେ ଏବଂ ମୋର ପଶ୍ଚାତ୍ରେ ତୂରୀ ଧ୍ୱନି ପରି ଏକ ଉଚ୍ଚ ସ୍ୱର ଶୁଣିଲି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପ୍ରଭୁଙ୍କ ଦିନରେ ଆତ୍ମାରେ ଆବିଷ୍ଟ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,
Odia IRV 2017 (ଓଡିଆ ବାଇବେଲ)
ମୁଁ ପ୍ରଭୁଙ୍କ ଦିନରେ ଆତ୍ମାଙ୍କ ଦ୍ୱାରା ସମ୍ପୂର୍ଣ୍ଣ ଭାବରେ ଚାଳିତ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚ್ಯಾ ದಿಸಿ ಮಿಯಾ ಪವಿತ್ರ್ ಆತ್ಮ್ಯಾನ್ ಭರ್‍ಲೊ, ಅನಿ ಮಾಕಾ ಎಕ್ ಮೊಟೊ ಧನ್ ಆಯ್ಕೊ ಯೆಲೊ, ತೊ ಅವಾಜ್ ಎಕ್ ಮೊಟ್ಯಾ ಪಂವ್ಯಾಚ್ಯಾ ಅವಾಜಾ ಸರ್ಕೊ ಯೆವ್‍ಲಾಗಲ್ಲೊ, ತೊ ಮಾಜ್ಯಾ ಫಾಟಿಕ್ಡೆ ಬೊಲುಲಾಗಲ್ಲೊ.