Revelation 1:11 — Compare Translations

7 translations compared side by side

Odia - 1840
"ସହେି ସ୍ବର ମାେତେ କହିଲା, ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତାଟେି ମଣ୍ଡଳୀ ଏଫିସ, ସ୍ମର୍ଣ୍ଣା, ପର୍ଗମ, ଥିୟତୀର ସାର୍ଦ୍ଦୀ, ଫିଲାଦଲଫେିଆ ଓ ଲାଓଦିକିଆକୁ ପଠାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ତଳୀ, ଅର୍ଥାତ୍, ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଏ ଜଣେ ମୋତେ କହିଲେ, “ତୁମେ ଯାହା ଦେଖୁଛ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ ଏବଂ ଏଫିସସ୍, ସ୍ମର୍ଣ୍ଣା, ପର୍ଗାମମ୍, ଥିଆଟିରା, ସାର୍ଦ୍ଦିସ୍, ଫିଲାଦେଲ୍ଫିଆ ଓ ଲାଓଦେସିଆରେ ଥିବା ମଣ୍ଡଳୀଗୁଡ଼ିକୁ ପୁସ୍ତକଟି ପଠାଇ ଦିଅ।”
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ୱର ମୋତେ କହିଲା, “ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତୋଟି ମଣ୍ଡଳୀ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆ ଓ ଲାଅଦିକୀଆକୁ ପଠାଅ।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଯାହା ଦର୍ଶନ ଦେଖୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ସହରରେ ଥିବା ସପ୍ତ ମଣ୍ଡଳୀଗଣକୁ, ଅର୍ଥାତ୍‍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟାଥିରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକିଆ ନିକଟକୁ ପ୍ରେରଣ କର।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ, “ತಿಯಾ ಕಾಯ್ ಬಗುಲೆ ತೆ ಸಗ್ಳೆ ಎಕ್ ಪುಸ್ತಕಾತ್ ಲಿವ್ನ್ ಘೆ, ಅನಿ ಹ್ಯಾ ಸಾತ್ ಶಾರಾನಿತ್ಲ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ತೆ ಧಾಡುನ್ ದಿ.” ಮಟ್ಲ್ಯಾನ್. ತಿ ಶಾರಾ ಹಿ - ಎಫೆಜ್, ಸ್ಮಿರ್‍ನಾ, ಪೆರ್‍ಗಾಮನ್, ಥೈಟಿರಾ, ಸಾರ್ದಿಸ್, ಫಿಲಾದಾಲ್ಫಿಯಾ, ಅನಿ ಲವೊದಿಸಿಯಾ.