Revelation 1:14 — Compare Translations

7 translations compared side by side

Odia - 1840
"ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦଖାଯାେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ମସ୍ତକ ଓ କେଶ ହିମତୁଲ୍ୟ ଶୁଭ୍ର ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ;
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ମସ୍ତକର କେଶ ପଶମ ବା ହିମ ପରି ଶୁଭ୍ର ଥିଲା ଏବଂ ତାଙ୍କର ଚକ୍ଷୁ ଅଗ୍ନି ପରି ପ୍ରଜ୍ଜ୍ୱଳିତ ହେଉଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦେଖାଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଳବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ,
Odia IRV 2017 (ଓଡିଆ ବାଇବେଲ)
ଯୀଶୁଙ୍କ ମସ୍ତକ ହିମତୁଲ୍ୟ ଶୁଭ୍ର ଓ କେଶ ଲୋମ ପରି ଶୁକ୍ଲବର୍ଣ୍ଣ, ଆଉ ତାହାଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚಿ ಕೆಸಾ ಫ್ರಾಂಡ್ರ್ಯಾ ಬಕ್ರ್ಯಾಂಚ್ಯಾ ಕೆಸಾಂಚ್ಯಾ ಸರ್ಕಿ, ನಾಹೊಲ್ಯಾರ್ ಭರ್‍ಪಾಚ್ಯಾ ಸರ್ಕಿ ಫಾಂಡ್ರಿ ಖಡ್ಡ್ ಹೊತ್ತಿ.