Revelation 1:15 — Compare Translations

7 translations compared side by side

Odia - 1840
"ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟି ରେ ଦଖାଯାେଏ ସହେିପରି ଶୁଦ୍ଧ ଦଖାଯାେଉଥିଲା। ତାହାଙ୍କ ସ୍ବର ବନ୍ଯାଜଳର ଗର୍ଜନ ଭଳି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ପାଦ ଭାଟୀରେ ପରିଷ୍କୃତ ଉଜ୍ଜ୍ଵଳ ପିତ୍ତଳ ତୁଲ୍ୟ ଓ ତାହାଙ୍କ ସ୍ଵର ମହା ଜଳକଲ୍ଲୋଳର ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ପାଦ ଦୁଇଟି ଅଗ୍ନିରେ ଶୁଦ୍ଧ ପିତ୍ତଳ ପରି ଝଟକୁ ଥିଲା ଏବଂ ତାଙ୍କର କଣ୍ଠସ୍ୱର ଜଳପ୍ରପାତ ପରି ନିନାଦିତ ହେଉଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟିରେ ଦେଖାଯାଏ ସେହିପରି ଶୁଦ୍ଧ ଦେଖାଯାଉଥିଲା। ତାହାଙ୍କ ସ୍ୱର ବନ୍ୟାଜଳର ଗର୍ଜନ ଭଳି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ପାଦ ଭାଟିରେ ପରିଷ୍କୃତ ଉଜ୍ଜ୍ୱଳ ପିତଳ ତୁଲ୍ୟ ଓ ତାହାଙ୍କ ସ୍ୱର ମହା ଜଳକଲ୍ଲୋଳର ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆ ಡೊಳೆ ಪೆಟ್ತಲ್ಯಾ ಆಗಿ ಸಾರ್ಕೆ ಹೊತ್ತೆ,ಅನಿ ತೆಚೆ ಪಾಂಯೆ ಭಟ್ಟಿತ್ ಘಾಲುನ್ ಬರೆ ಕರುನ್ ಕಾಡಲ್ಲ್ಯಾ ಅನಿ ಪವಿತ್ರ್ ಕರಲ್ಲ್ಯಾ ಪಿತ್ಳಿಚ್ಯಾ ತಾಮ್ಯಾಚ್ಯಾ ಸಾರ್ಕೆ ಹೊತ್ತೆ, ಅನಿ ತೆಚೊ ಧನ್ ಮಟ್ಲ್ಯಾರ್ ದಬ್‍ದಬ್ಯಾಚ್ಯಾ ಅವಾಜಾ ಸರ್ಕೊ.